ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧିଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି
ଜାତିର ପିତା ମହାତ୍ମା ଗାନ୍ଧିଙ୍କର ଆଜି ୭୫ତମ ପୂଣ୍ୟତିଥି। ରାଜଘାଟରେ ଥିବା ଗାନ୍ଧିଙ୍କ ସମାଧି ନିକଟରେ ସର୍ବଧର୍ମ ପ୍ରାର୍ଥନାର ଆୟୋଜନ କରାଯାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ରାଜଘାଟରେ ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଚଳି ଦେଇଥିଲେ । ଏହା ପୂର୍ବରୁ ମୋଦି ଟ୍ଵିଟ୍ କରି…