Browsing Tag

malkangiri boat capsized

ମାଲକାନଗିରିରେ ଅଘଟଣ: ସିଲେରୁ ନଦୀରେ ଡଙ୍ଗା ଓଲଟି ଜଣେ ଶିଶୁ ମୃତ, ୭ ନିଖୋଜ

ମାଲକାନଗିରି: ମାଲକାନଗିରିରେ ହୃଦୟ ବିଦାରକ ଘଟଣା । ସିଲେରୁ ନଦୀରେ ଡଙ୍ଗା ଓଲଟି ଜଣେ ଶିଶୁ ମୃତ, ୭ ନିଖୋଜ । ନଦୀ ପାର ହେଲା ବେଳେ ଗୁଣ୍ଠାବେଡା ପଞ୍ଚାୟତ କନ୍ଧଗୁଡା ନିକଟରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଡଙ୍ଗାରେ ମୋଟ ୧୧ ଜଣ ଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣ ପହଁରି…