Browsing Tag

malkangiri odisha

ଘୋଡାରେ ଚଢି ସ୍ୱାଭିମାନ ଅଞ୍ଚଳର ଉନ୍ନୟନ କାର୍ଯ୍ୟ ଦେଖିଲେ ପଞ୍ଚାୟତରାଜ ଉପ ସଚିବ

ମାଲକାନଗିରି (କେନ୍ୟୁଜ): ଘୋଡାରେ ଚଢି ସ୍ୱାଭିମାନ ଅଞ୍ଚଳର ଉନ୍ନୟନ କାର୍ଯ୍ୟ ଦେଖିଲେ ପଞ୍ଚାୟତରାଜ ଉପ ସଚିବ ଶ୍ରୀ ତ୍ରିଲୋଚନ ମହାନ୍ତି ଓ ପ୍ରକଳ୍ପ ନିର୍ଦେଶକ ବାଳମୁକୁନ୍ଦ ଭୂୟାଁ । ତାଙ୍କ ସହ ଚିତ୍ରକୋଣ୍ଡା ବିଡ଼ିଓ ରାହୁଲ ମଣ୍ଡଳ, ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ଚନ୍ଦନ ଗମାଙ୍ଗ,…