ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମମତା, ଦୁଇ ରାଜ୍ୟ ମୁଖ୍ୟଙ୍କ ଭେଟଘାଟ ଉପରେ ନଜର
ଭୁବନେଶ୍ୱର (କେନ୍ୟୁଜ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଓଡ଼ିଶା ଗସ୍ତର ଆଜି ଶେଷ ଦିନ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମମତା ବାନାର୍ଜୀ । ଅପରାହ୍ଣ ୪ଟାରେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ କାର୍ଯ୍ୟକ୍ରମ ରହିଛି । ପୁରୀରୁ ଫେରିବା ପରେ ନବୀନ ନିବାସରେ…