ଗର୍ଭବତୀ ମହିଳାଙ୍କ ପାଇଁ ଖୁସି ଖବର, ମମତା ଯୋଜନା ସହାୟତା ରାଶି ୨ଗୁଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (କେନ୍ୟୁଜ): ଗର୍ଭବତୀ ମହିଳାଙ୍କ ପାଇଁ ଖୁସି ଖବର । ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତି । ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା । ବର୍ତ୍ତମାନ…