Below header
Browsing Tag

mamita meher

ଜୋର ଧରୁଛି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲା: ଆଜି ବିଭିନ୍ନ ଜିଲ୍ଲାରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ…

ଭୁବନେଶ୍ୱର(କେନ୍ଯୁଜ୍): ଜୋର ଧରୁଛି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲା। ଦୋଷୀଙ୍କୁ କଠୋର ଦଣ୍ଡ ମିଳିବା ଦାବି  କୁ ନେଇ ଚାରିଆଡେ ଚାଲିଛି ପ୍ରତିବାଦ। ଯାହାଫଳରେ ବିଭିନ୍ନ ଜିଲ୍ଲାରେ ଆନ୍ଦୋଳନ ଜାରି ରଖିଛି ବିଜେପି । ଆଜି ବିଭିନ୍ନ ଜିଲ୍ଲାରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ…

ମମିତାଙ୍କ ପରିବାରକୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା, ଅଭିଯୁକ୍ତକୁ ଫାଶୀ ଦେବାକୁ ପରିବାରର ଦାବି

ବଲାଙ୍ଗୀର/ ଧର୍ମଗଡ(କେ ନ୍ୟୁଜ): ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ଫିଟୁଛି ଗୁମର। କ୍ରାଇମ୍‌ସ୍ପଟ ମହାଲିଙ୍ଗ ନିର୍ମାଣଧୀନ ମିନି ଷ୍ଟାଡିୟମରେ ପହଂଚିଛନ୍ତି ମହିଳା କମିାନ ଅଧ୍ୟକ୍ଷା। ମମିତାଙ୍କ ପରିବାରକୁ ଭେଟିଛନ୍ତି ମହିଳା କମିଶନ ଅଧ୍ୟକ୍ଷାଙ୍କ ସହ…

ମମିତା ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି: ଜିଲ୍ଲା ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ

ବଲାଙ୍ଗିର(କେନ୍ଯୁଜ୍): ଆଜି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ । ମମିତା ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କରି ଜିଲ୍ଲା ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ପ୍ରଭାବରେ ବଲାଙ୍ଗିର ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ, ସ୍କୁଲ, କଲେଜ ଓ ଦୋକାନ ବଜାର ବନ୍ଦ ରହିଛି।…