ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥଙ୍କ ଡ୍ରାଇଭର ଦେହରେ ବାଜିଛି ୩ ଗୁଳି, ଅବସ୍ଥା ଗୁରୁତର
କୋଲକତା: ପଶ୍ଚିମବଙ୍ଗରେ ବିଜେପିର ବିପୁଳ ବିଜୟ ପରେ ରକ୍ତମୁଖା ପାଲଟିଛନ୍ତି ଟିଏମସିର ଗୁଣ୍ଡା । ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କୁ ଉତ୍ତର ୨୪ ପ୍ରଗଣାର ମଧ୍ୟମଗ୍ରାମରେ ଗୁଳିକରି ହତ୍ୟା କରାଯାଇଛି । ଗୁଳିମାଡ଼ରେ ଚନ୍ଦ୍ରନାଥଙ୍କ ଡ୍ରାଇଭର ମଧ୍ୟ ଗୁରୁତର ଆହତ…