Browsing Tag

manab premi aditya das

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା, ଆସନ୍ତା ୨୬ ତାରିଖରେ ପରବର୍ତ୍ତୀ ଶୁଣାଣି

କଟକ: ହାଇକୋର୍ଟରେ ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାର ଆଜି ଶୁଣାଣି ହୋଇଛି । ଆସନ୍ତା ୨୬ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ । ତାପୂର୍ବରୁ ସତ୍ୟପାଠ ଜରିଆରେ ଯୁକ୍ତି ରଖିବା ପାଇଁ ଆବେଦନକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । କ୍ରାଇମବ୍ରାଞ୍ଚ ଓକିଲଙ୍କୁ ମଧ୍ୟ ଏହାର କପି…

ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା, ଆସନ୍ତା ୨୧ରେ ପରବର୍ତ୍ତୀ ଶୁଣାଣି

କଟକ: ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି । କ୍ରାଇମବ୍ରାଞ୍ଚ ଜଉମୁଦ ଲଫପାରେ ଦାଖଲ କରିଥିବା ରିପୋର୍ଟ କୋର୍ଟରେ ଖୋଲାଯାଇଛି । କ୍ରାଇମବ୍ରାଞ୍ଚ ଦ୍ୱାରା ବସ୍ତିରୁ ରେକର୍ଡ କରାଯାଇଥିବା ଦୁଇ ସାକ୍ଷୀଙ୍କ ବୟାନ ରେକର୍ଡକୁ କୋର୍ଟରେ ଦାଖଲ ପାଇଁ…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାର ଖୋଲିବ ରହସ୍ଯ, ତଦନ୍ତ ପାଇଁ କ୍ରାଇମ୍‌ବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲେ ପୋଲିସ…

ଭୁବନେଶ୍ବର: ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା। ମାମଲାର ତଦନ୍ତ ପାଇଁ କ୍ରାଇମ୍‌ବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି । ଟ୍ଵିଟ୍‌ କରି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଜି । ମାମଲାର ତଦନ୍ତ କରୁଥିଲା ଭୁବନେଶ୍ୱର GRP । ତେବେ ମୃତ୍ୟୁର ମାସେ ପୁରିବାକୁ ବସିଲାଣି ହେଲେ…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା: ଆଜି ପିପୁଲ ଫର ସେବାର ଦୁଇ କର୍ମଚାରୀ ଦୀପକ ଓ ସୌମ୍ୟଙ୍କୁ ଜେରା କରିଛି ଜିଆରପି

ଭୁବନେଶ୍ବର: ରହସ୍ୟ ଘେରରେ ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା । ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ତଦନ୍ତ କରୁଛି ଜିଆରପି । ଆଜି ପିପୁଲ ଫର ସେବାର ଦୁଇ କର୍ମଚାରୀ ଦୀପକ ଓ ସୌମ୍ୟଙ୍କୁ ଜେରା କରିଛି ଜିଆରପି । ଆଗକୁ ତାଙ୍କ ସ୍ତ୍ରୀକୁ ପଚରାଉଚରା କରାଯାଇପାରେ । ସେହିପରି ବଲାଙ୍ଗିରରେ ଥିବା…

ଡାଏରୀ ଖୋଲିବ କି ସମାଜସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ରହସ୍ୟ ? ଯାଞ୍ଚ ପାଇଁ ହାଣ୍ଡରାଇଟିଂ ବ୍ୟୁରୋକୁ ପଠାଗଲା…

ଭୁବନେଶ୍ବର: ଡାଏରୀ ଖୋଲିବ କି ସମାଜସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ରହସ୍ୟ ?  ମୃତ୍ୟୁ ଘଟଣାରେ ଆରମ୍ଭ ହୋଇଛି ସବୁଆଡୁ ଖୋଳତାଡ। ସୁଇସାଇଡାଲ ନୋଟକୁ ହାଣ୍ଡରାଇଟିଂ ବ୍ୟୁରୋକୁ ପଠାଇଯାଇଛି । ରସୁଲଗଡରେ ଥିବା ଫୋରେନସିକ ଲ୍ୟାବରେ ହାଣ୍ଡରାଇଟିଂ ଯାଞ୍ଚ କରାଯିବ । ଲାବରୋଟାରୀ ବ୍ୟୁରୋର ୭ ଜଣିଆ…