ନମସ୍ତେ କମଳା ମାଗୋ ସାଗର ଦୁଲ୍ଲଣୀ, ନମସ୍ତେ ନମସ୍ତେ ଲକ୍ଷ୍ମୀ ବିଷ୍ଣୁଙ୍କ ଘରଣୀ…
ଧାର୍ମିକ ଶାସ୍ତ୍ର ଅନୁସାରେ, ଗୁରୁବାର ଦେବଗୁରୁ ବୃହସ୍ପତିଙ୍କୁ ଆରାଧ୍ୟା କରାଯିବା ସହ ଧନର ମା' ଲକ୍ଷ୍ମୀଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ । ଜ୍ୟୋତିଷ ଶାସ୍ତ୍ରରେ ବୃହସ୍ପତିଙ୍କୁ ସାଧୁ ସନ୍ଥଙ୍କ ଦେବତା ବୋଲି କୁହାଯାଇଥିବା ବେଳେ ଲକ୍ଷ୍ମୀଙ୍କୁ ଧନ ଏବଂ ସମୃଦ୍ଧିର ଦେବୀ କୁହାଯାଇଥାଏ। ତେବେ…