ସରକାରୀ ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ଖୁସି ଖବର, ବାର୍ଷିକ ମିଳିବ ୩୦ ଲକ୍ଷ ଟଙ୍କା
ସରକାରୀ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର । ଭାରତ ଡାଇନାମିକ୍ସ ଲିମିଟେଡ (ବିଡିଏଲ)ରେ ମ୍ୟାନେଜମେଣ୍ଟ ଟ୍ରେନି ସମତେ ଅନେକ ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ବିଡିଏଲର ଅଫିସିଆଲ ସାଇଟକୁ ଯାଇ ଅନଲାଇନ ଆବେଦନ କରିପାରିବେ ।…