ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ମହାପ୍ରଭୁଙ୍କ ବନକ ଲାଗି ନୀତି ହେବ ମୁଖ୍ୟ ପ୍ରସଙ୍ଗ
ପୁରୀ(କେନ୍ୟୁଜ୍): ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କାଲି ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ଭକ୍ତ ନିବାସରେ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।
ମହାପ୍ରଭୁଙ୍କ ବନକ ଲାଗି ନୀତି ମୁଖ୍ୟ ପ୍ରସଙ୍ଗ ରହିବ । ନୀଳାଦ୍ରି ବିଜେ ପରଠୁ ମହାପ୍ରଭୁଙ୍କ…