ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣା: ୮ ଜଣଙ୍କ ନାମ ସମେତ ୯୦୫ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା…
ଚାନ୍ଦବାଲି(କେନ୍ୟୁଜ୍): ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ବହୁ ଚର୍ଚ୍ଚିତ ନୟାଗଡ଼ର କ୍ୟାମେରା ମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ଘଟଣାର ଆଜି କ୍ରାଇମବ୍ରାଞ୍ଚ ଚାନ୍ଦବାଲି ଜେଏମଏଫସି କୋର୍ଟରେ ୮ଜଣ ଅଭିଯୁକ୍ତ ସମେତ ୯୦୫ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି । ଯେଉଁଥିରେ ୩୪ ଜଣ ସାକ୍ଷୀ ରାହିଛନ୍ତି…