FAQ ମାନର ଧାନ ଆଣନ୍ତୁ, ବେଶୀ ଖରାପ ହୋଇଥିଲେ ନେଇ ହେବନି: ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
ଭୁବନେଶ୍ୱର : ମଣ୍ଡିରେ ଧାନ ସଂଗ୍ରହ ଠିକ ଠାକ୍ ଚାଲିଛି । କିଛି ସ୍ଥାନରେ ଅସୁବିଧା ସାମନାକୁ ଆସିଛି । ଯେକୌଣସି ଧାନ ଆଣିଲେ ୩୧୦୦ ଟଙ୍କା ଦେବେ ବୋଲି ଚାଷୀଙ୍କୁ ବିଭ୍ରାନ୍ତି କରାଯାଉଛି । FAQ ମାନର ଧାନ ଆଣିବାକୁ ପଡିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।…