ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ହତ୍ୟା ମାମଲା: ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ
ଭୁବନେଶ୍ବର(କେନ୍ଯୁଜ୍) : ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଓରଫ୍ ଗୁଡୁ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ କରିଛି ଇନ୍ଫୋସିଟି ଥାନା ପୋଲିସ। ହତ୍ୟା ମାମଲାରେ ତଦନ୍ତକାରୀ ଅଧିକାରୀ ତଥା ଇନ୍ଫୋସିଟି ଥାନା ଆଇଆଇସି ସମିତା ମିଶ୍ର ଗିରଫ ୩ ଅଭିଯୁକ୍ତଙ୍କ ବିରୋଧରେ…