Below header
Browsing Tag

manoj dash

ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତିରେ ପ୍ରଦାନ କରାଯିବ ଆନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର(କେ ନ୍ୟୁଜ): ଯଶସ୍ୱୀ ସାଧକ ତଥା ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତିରେ ଆନ୍ତର୍ଜାତୀୟ ପୁରସ୍କାର ପ୍ରଦାନ କରାଯିବ । ଏଥିସହ ଜନ୍ମସ୍ଥାନ ମ୍ୟୁଜିୟମ୍‌ ଓ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଂରାଜୀ ଭାଷାରେ ସୃଜନାତ୍ମକ…