ଭୁଶୁଡୁଛି ଲାଲଗଡ଼,କଳାହାଣ୍ଡି-କନ୍ଧମାଳ ସୀମାନ୍ତ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀ ଗୁଳି ବିନିମୟରେ ୪ ମାଓବାଦୀଙ୍କ…
କେନ୍ୟୁଜ୍(ବ୍ୟୁରୋ): ଭୁଶୁଡୁଛି ଲାଲଗଡ଼ । ପୋଲିସ ଗୁଳିରେ ୪ ମାଓବାଦୀଙ୍କ ମୃତ୍ୟୁ । କଳାହାଣ୍ଡି-କନ୍ଧମାଳ ସୀମାନ୍ତ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀ ଗୁଳି ବିନିମୟ । ଏମ. ରାମପୁର ଥାନା ଅନ୍ତର୍ଗତ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ଗୁଳି ବିନିମୟରେ ଚାରି ଜଣ ମାଓବାଦୀଙ୍କ ମୃତ୍ୟୁ…