ଆଉ ୫ଟି ମାମଲାରୁ ମାଓନେତା ସବ୍ୟସାଚୀ ପଣ୍ଡା ନିର୍ଦ୍ଦୋଷରେ ଖଲାସ
ପାରଳାଖେମୁଣ୍ଡି (କେ ନ୍ୟୁଜ୍) : ଭିନ୍ନ ଭିନ୍ନ ୫ଟି ମାମଲାରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ମାଓନେତା ସବ୍ୟସାଚୀ ପଣ୍ଡା । ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ତାଙ୍କୁ ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜ୍…