ଆଗକୁ ନିର୍ବାଚନ: ଓଡ଼ିଶା ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ, ମାଓବାଦୀଙ୍କ ଗତିବିଧି ଉପରେ କଡା ନଜର
(କେନ୍ୟୁଜ): ଓଡ଼ିଶା ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ । ସୀମାକୁ ସିଲ୍ କରାଯିବା ସହ ସୀମାନ୍ତ ଗେଟ୍ ଗୁଡିକରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି । ଡିଭିଏଫ୍, ସିଆରପିଏଫ୍ ଓ ସ୍ଥାନୀୟ ପୋଲିସ ସହାୟତାରେ କୁମ୍ବିଂ ଅପରେସନକୁ ଜୋରଦାର କରାଯାଇଛି । ମାଓବାଦୀଙ୍କ ଗତିବିଧି ଉପରେ କଡା ନଜର…