ଖୁବ୍ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଶତ୍ରୁଘ୍ନ ସିହ୍ନାଙ୍କ ଲାଡଲି ସୋନାକ୍ଷୀ
ସଞ୍ଜୟ ଲୀଲା ଭଂସାଲୀଙ୍କ ସିରିଜ୍ ‘ହୀରାମଣ୍ଡି: ଡାଇମଣ୍ଡ ବଜାର’ ରେ ଫରିଦାନଙ୍କ ଭୂମିକାରେ ଲୋକଙ୍କ ହୃଦୟ ଜିତିଥିବା ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ବିବାହ କରିବାକୁ ଯାଉଛନ୍ତି । ତେବେ ରକୁଲ ପ୍ରୀତ ସିଂ ଏବଂ ତାପସୀ ପନ୍ନୁଙ୍କ ପରେ ବର୍ତ୍ତମାନ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ତାଙ୍କ ଜୀବନର…