ସାବଧାନ ରାଜଧାନୀବାସୀ ! ଏଣିକି ମାସ୍କ ନପିନ୍ଧିଲେ ହେବ କଡା କାର୍ଯ୍ୟାନୁଷ୍ଠାନ
କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ କୋଭିଡ ଉପରମୁହାଁ।ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ନୂଆ ୫୧୨ କୋଭିଡ ଆକ୍ରାନ୍ତ। ରେଡ୍ ଜୋନରେ ତିନି ଜିଲ୍ଲା। ଖୋର୍ଦ୍ଧା, ପୁରୀ ଓ କଟକ ଜିଲ୍ଲା ଏବେ ରେଡ୍ ଜୋନରେ ସାମିଲ ହୋଇଛି। ଖୋର୍ଦ୍ଧା ଟିପିଆର ରେଟ୍ ୧୦.୬ ପ୍ରତିଶତ ରହିଥିବା ବେଳେ କଟକରେ ୮.୧ ଓ…