ଚୈତ୍ର ନବରାତ୍ରୀରେ କରନ୍ତୁ ମା ଦୁର୍ଗାଙ୍କୁ ପ୍ରସନ୍ନ
ନୂତନ ବର୍ଷ ଏକ ଉତ୍ସବ ରୂପେ ସମସ୍ତ ବିଶ୍ୱରେ ଅଲଗା ଅଲଗା ସ୍ଥାନରେ ଅଲଗା ଅଲଗା ତିଥି ତଥା ବିଧିରେ ପାଳନ କରାଯାଏ । ବିଭିନ୍ନ ସମ୍ପ୍ରଦାୟର ନବବର୍ଷ ସମାରୋହ ଭିନ୍ନ ଭିନ୍ନ ହୋଇଥାଏ ଏବଂ ଏହାର ମହତ୍ୱ ମଧ୍ୟ ବିଭିନ୍ନ ସଂସ୍କୃତିରେ ପରସ୍ପର ଭିନ୍ନତା ହୋଇଥାଏ ।ସାଧାରଣତଃ ଆମେ ସମସ୍ତେ ଇଂରାଜୀ…