Below header
Browsing Tag

matric exam in odisha

ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା, ସମସ୍ତ କେନ୍ଦ୍ରରେ ଲାଗିଛି ସିସିଟିଭି

ଭୁବନେଶ୍ୱର (କେନ୍ୟୁଜ୍‌) : ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୬୨ ହଜାର ୪୭୯ ଛାତ୍ରଛାତ୍ରୀ । ପ୍ରଥମ ଦିନ ମାତୃଭାଷା ବିଷୟରେ ପରୀକ୍ଷା ଚାଲିଛି । ୯ଟାରୁ ୧୧ଟା ୩୦ ଯାଏ ପରୀକ୍ଷା ହେବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରଥମ ଥର ପାଇଁ ଚଳିତ ବର୍ଷ…

ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ପରୀକ୍ଷା

କଟକ(କେନ୍ୟୁଜ): ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ । ଏହାସହ ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକତ୍ରିତ ଚାଲିବ । ଚଳିତ ବର୍ଷ ୫ ଲକ୍ଷ ୫୧…

ଆଜି ସରିଲା ହାଇସ୍କୁଲ୍ ପରୀକ୍ଷା, ୨୦ କିମ୍ବା ୨୧ରୁ ଆରମ୍ଭ ହେବ ମୂଲ୍ଯାୟନ

କଟକ(କେନ୍ୟୁଜ) : ସରିଲା ହାଇସ୍କୁଲ୍ ପରୀକ୍ଷା । ଚଳିତ ବର୍ଷ ୫ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍‌ ପରୀକ୍ଷା ପାଇଁ ନାଁ ପଞ୍ଜିକରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୨୮ ହଜାର ୪୨୦ ପିଲା ପରୀକ୍ଷା ଦେଇଥିଲେ । ପରୀକ୍ଷା ସରିବା ପରେ ବେଶ ଖୁସି ଅଛନ୍ତି ପିଲା । ଦୀର୍ଘ…

ଆସନ୍ତାକାଲି ମାଟ୍ରିକ ପରୀକ୍ଷା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ…

କେନ୍ୟୁଜ୍: ଆସନ୍ତାକାଲି ମାଟ୍ରିକ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ପାଇଁ ବୋର୍ଡ ସମସ୍ତ ବ୍ୟବସ୍ଥା ଚୂଡ଼ାନ୍ତ କରିଛି। ରାଜ୍ୟରେ ୩ ହଜାର ୫୪୦ଟି ପରୀକ୍ଷା କେନ୍ଦ୍ରରେ ୫ଲକ୍ଷ ୭୧ ହଜାର ୯୦୯ ଜଣ ପରୀକ୍ଷାର୍ଥୀ…

୭୦ ପ୍ରତିଶତ ସିଲାବସ୍‌ରେ ହେବ ମାଟ୍ରିକ ପରୀକ୍ଷା : ସମୀର ଦାଶ

ଭୁବନେଶ୍ବର(କେନ୍ଯୁଜ୍): ୭୦ ପ୍ରତିଶତ ସିଲାବସ୍‌ରେ ହେବ ମାଟ୍ରିକ ପରୀକ୍ଷା। ପ୍ରଶ୍ନପତ୍ର କିଭଳି କରାଯିବ ତାହା ବୋର୍ଡ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ। କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ପରୀକ୍ଷା କରାଯିବ। ରେଜଲ୍ଟ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ…