Browsing Tag

matric exam result

ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍): ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ଉଦ୍ୟମ ପ୍ରଶଂସନୀୟ। ଆଶାତୀତ ଫଳାଫଳ ପାଇନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ…

ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଁ ପ୍ରକ୍ରିୟା ଆରମ୍ଭ: ନବମ ମାର୍କ ଓ ୧୦ମ ଶ୍ରେଣୀର ପ୍ରି ବୋର୍ଡ ମାର୍କକୁ ଭିତ୍ତି…

ଭୁବନେଶ୍ବର: ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ନବମ ଶ୍ରେଣୀର ପରୀକ୍ଷା ମାର୍କ ଓ ଦଶମ ଶ୍ରେଣୀର ପ୍ରି ବୋର୍ଡ ବା ଟେଷ୍ଟ ମାର୍କକୁ ଭିତ୍ତି କରି ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୂଲ୍ୟାୟନ ହେବ। ତା ସିହତ ଦଶମ ଶ୍ରେଣୀର ଇଣ୍ଟରନାଲ୍‌ ଆସେସମେଣ୍ଟ ମାର୍କକୁ ମଧ୍ୟ…