Browsing Tag

matric exam results

ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର : ଆସନ୍ତା ୧୮ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ (କେନ୍ୟୁଜ): ୧୮ ତାରିଖରେ ବାହାରିବ ମାଟ୍ରିକ ରେଜଲ୍ଟ। କଟକ ବୋର୍ଡ କାର୍ଯ୍ୟାଳୟରେ ଆଜି ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରାଯାଇଛି। ବୋର୍ଡର ୱେବସାଇଟ www.bseodisha.ac.in ରେ ପରୀକ୍ଷାର୍ଥୀ ଦେଖିପାରିବେ ରେଜଲ୍ଟ। ପିଲାମାନେ ମୋବାଇଲରେ ଏସଏମଏସ କରି ମଧ୍ୟ ଜାଣିପାରିବେ।…