Below header
Browsing Tag

matric question paper viral

ପୁଣି ମାଟ୍ରିକ୍ ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ଆରମ୍ଭର କିଛି ସମୟ ପରେ ମୋବାଇଲରୁ ମୋବାଇଲକୁ ଘୁରି ବୁଲିଲା ହିନ୍ଦୀ…

ନବରଙ୍ଗପୁର (କେନ୍ୟୁଜ): ପୁଣି ମାଟ୍ରିକ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ । ନବରଙ୍ଗପୁର ଜିଲ୍ଲାରେ ହିନ୍ଦୀ ଓ ସଂସ୍କୃତ ପେପର୍‌ ପ୍ରଶ୍ନ ଲିକ୍‌ ହୋଇଥିବା ଅଭିଯୋଗ ହୋଇଛି । ପ୍ରଥମେ ହିନ୍ଦୀ ପ୍ରଶ୍ନପତ୍ର ଓ ପରେ ସଂସ୍କୃତ ପ୍ରଶ୍ନର ଅବଜେକଟିଭ୍‌ ଉତ୍ତର ଲିକ୍‌ ହୋଇଥିବା ଅଭିଯୋଗ ହୋଇଛି…

ପରୀକ୍ଷା ସରିବା ପୂର୍ବରୁ ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ! ଗୁଜବ ସୃଷ୍ଟି ହେଉଥିବା ନେଇ କହିଲେ ସ୍କୁଲ ଓ ଗଣଶିକ୍ଷା…

ଭୁବନେଶ୍ବର(କେନ୍ୟୁଜ୍): ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ। ପରୀକ୍ଷା ସରିବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି, ମାଟ୍ରିକ ପ୍ରଶ୍ନପତ୍ର ଲିକ୍‌ ହୋଇନାହିଁ।…