ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଏମ୍ଡିଏଚ୍ର ଅଧ୍ୟକ୍ଷ ପଦ୍ମଭୂଷଣ ମହାଶୟ ଧର୍ମପାଲ ଗୁଲାଟି
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଏମ୍ଡିଏଚ୍ର ଅଧ୍ୟକ୍ଷ ପଦ୍ମଭୂଷଣ ମହାଶୟ ଧର୍ମପାଲ ଗୁଲାଟି । ଏହି ଅବସରରେ କିଟ୍ ଓ କିସ୍ ପ୍ରତିିଷ୍ଠାତା ତଥା କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ଉପସ୍ଥିତ ଥିଲେ । କନ୍ଧମାଳରେ ମସଲା ୟୁନିଟ ସ୍ଥାପନ ନେଇ ସମ୍ମତି ପ୍ରକାଶ କରିବା ସହ…