କେନ୍ଦ୍ର ବଜେଟ ୨୦୨୫ : ମେଡିକାଲ ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର, ବଢିବ ୭୫ ହଜାର…
୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ସୀତାରମଣ । ଲଗାତାର ଅଷ୍ଟମ ଥର ପାଇଁ ଉପସ୍ଥାପନ କରୁଛନ୍ତି ସୀତାରମଣ । ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ । ଏଥିରେ ସେ କୃଷକ, ମହିଳା, ଯୁବଗୋଷ୍ଠୀଙ୍କୁ ଗୁରୁତ୍ବ…