Below header
Browsing Tag

meethi saag

ଶୀତ ଦିନେ ନିଶ୍ଚୟ ଖାଦ୍ୟରେ ସାମିଲ କରନ୍ତୁ ମେଥି ଶାଗ, ମିଳିବ ଅନେକ ରୋଗରୁ ଉପଶମ

ଶୀତ ଋତୁରେ ବଜାରରେ ସବୁଜ ପନିପରିବା ସହ ନାନା ରକମର ଶାଗ ମିଳିଥାଏ । ଶାଗ ଖାଇଲେ ନାନା ରୋଗ ଦୂର ହୋଇଥାଏ। ଏହା ମଧ୍ୟରେ ମେଥି ଶାଗ ଅନ୍ୟତମ । ମେଥିରେ ବହୁ ଔଷଧୀୟ ଗୁଣ ଭରି ରହିଥାଏ । ମେଥି ଶାଗରେ ପୋଟାସିୟମ, କ୍ୟାଲସିୟମ, ଲୌହ, ସେଲେନିୟମ, ମାଙ୍ଗାନିଜ, ପ୍ରୋଟିନ୍‌, ଫାଇବର୍‌, ଭିଟାମିନ୍…