ପିରିୟଡ୍ସ ସମୟରେ କାହିଁକି ହୁଏ ଅସହ୍ୟ କଷ୍ଟ, ମହିଳା ଯନ୍ତ୍ରଣା ପାଇବା ପଛର କାରଣ ଜାଣନ୍ତୁ
ପିରିୟଡ୍ସ ସମୟରେ ମହିଳାମାନଙ୍କୁ ଅସହ୍ୟ ଯନ୍ତ୍ରଣା ହୋଇଥାଏ । ଅନେକ ମହିଳାଙ୍କର ପେଟ, ଅଣ୍ଟା, ତଳି ପେଟ, ଜଙ୍ଘ ଏବଂ ଗୋଡରେ ଯନ୍ତ୍ରଣା ଅନୁଭବ ହୋଇଥାଏ । ଏହାକୁ ପିରିୟଡ୍ କ୍ରମ୍ପସ୍ ମଧ୍ୟ କୁହାଯାଏ । ଏହି ଯନ୍ତ୍ରଣା ସାଧାରଣତଃ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ରହିପାରେ । ଏହା ଏକ ସାଧାରଣ…