Browsing Tag

met dept odisha

ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା, ଚେତାବନୀ ଦେଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ଦିନେ ପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ତା ପରେ ହୋଇପାରେ ଲଘୁଚାପ । ବାୟୁମଣ୍ଡଳରେ ୧.୫ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୨୪…

୨ଦିନ ପ୍ରବଳ ବର୍ଷିବ: ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍):  ରାଜଧାନୀରେ ପ୍ରବଳ ବର୍ଷା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଭୁବନେଶ୍ବରରେ ତୀବ୍ର ବୃଷ୍ଟିପାତ । ତଳିଆ ଅଞ୍ଚଳରେ ପାଣି ଜମିଛି । ପ୍ରବଳ ବର୍ଷା ଯୋଗୁ ଯାତାୟାତ ବାଧାପ୍ରାପ୍ତ । ୨ଦିନ ପ୍ରବଳ ବର୍ଷିବ । ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪…

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨୩ଟି ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୮ ତାରିଖ ପରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ବାତ୍ୟା କେଉଁଆଡେ ମୁହାଁଇବ କେତେ ତୀବ୍ରତା ରହିବ ତାର ପୂର୍ବାନୁମାନ ହୋଇନି। ଲଘୁଚାପ…

ଗରମ ଭିତରେ ମିଳିବ ଆଶ୍ବସ୍ତି, ୨୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): କେଉଁଠି ତାତି ତ କେଉଁଠି ବର୍ଷା। ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଖରାରେ ସିଝୁଛି ଅଧା ଓଡ଼ିଶା । ୧୫ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହିଛି । ସବୁଠୁ ଉତ୍ତପ୍ତ ସହର ପାଲଟିଛି ସୋନପୁର । ସେଠାରେ ସର୍ବାଧିକ ତାପମାତ୍ରା ୪୩ ଦଶମିକ ୫…

୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଓ ଘଡ଼ଘଡ଼ି ଆଶଙ୍କା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆଜିଠୁ ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଓ ଘଡ଼ଘଡ଼ି, ବଜ୍ରପାତ ଆଶଙ୍କା । ୨୪ ଘଣ୍ଟା ପାଇଁ ୮ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ଥିବା କୋରାପୁଟ, ରାୟଗଡ଼ା, କନ୍ଧମାଳ,…

ପାଣିପାଗ ବିଭାଗ ଦେଲା ଆଶ୍ବସ୍ତିକର ଖବର: ୧୫ ତାରିଖ ଯାଏ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା

କେନ୍ୟୁଜ୍(ବ୍ୟୁରୋ):ତାତିରୁ ନିସ୍ତାର ନାହିଁ । ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ । ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ମୟୂରଭଞ୍ଜରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ସେହିପରି ୧୫ ତାରିଖ ଯାଏ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା…

୨୪ ଘଣ୍ଟାରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧୮ ଓ ୧୯ ତାରିଖରେ ପାଗ ଶୁଖିଲା ରହିବ । ୨୦ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ…

ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୬ ତାରିଖରେ ଓଡିଶାର ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା । ଆସନ୍ତା ୧୬ ତାରିଖରେ ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ସମ୍ଭାବନା ରହିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ଦୁଇ…

ଆସନ୍ତାକାଲି ଯାଏଁ ବଢିବ ବର୍ଷାର ପରିମାଣ: ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ବାୟୁମଣ୍ଡଳରେ ସକ୍ରିୟ ରହିଥିବାରୁ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର…

ଦିନକ ପରେ ରାଜ୍ୟକୁ ଲେଉଟିବ ଜାଡ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଦିନକ ପରେ ରାଜ୍ୟକୁ ଲେଉଟିବ ଜାଡ । ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଶୀତଲହରୀ ପାଇଁ ୫ଟି ଜିଲ୍ଲା ଝାରସୁଗୁଡ଼ା, ବରଗଡ଼, ସୋନପୁର, ସମ୍ବଲପୁର ଓ ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। । ବିଶେଷ କରି ରାତି ତାପମାତ୍ରା…

ଆଗାମୀ ୪୮ ଘଣ୍ଟା ଭିତରେ ପ୍ରବଳ ବର୍ଷିବ,୧୫ ଜିଲ୍ଲାକୁ ବଜ୍ରପାତ ସତର୍କତା କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ । ୧୫ ଜିଲ୍ଲାକୁ ବଜ୍ରପାତ ସତର୍କତା କରିଛି ଆଞ୍ଚଳିକ…

ନିଅଣ୍ଟିଆ ବର୍ଷାରୁ ମିଳିବ ଆଶ୍ବସ୍ତି, ପଛକୁ ପଛ ଅସୁଛି ଦୁଇଟି ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ):ଜୁଲାଇରେ ଓଡ଼ିଶାରେ ନିଅଣ୍ଟିଆ ବର୍ଷା । ମାସ ଶେଷ ବେଳକୁ ବଢ଼ିପାରେ ପରିମାଣ । ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ଦୁଇ ଦୁଇଟି ଲୋ ପ୍ରେସର ସୃଷ୍ଟି ସମ୍ଭାବନା ଅଛି । ୨୧ ତାରିଖରେ ଗୋଟିଏ ଦାନା ବାନ୍ଧିବ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପଛକୁ ପଛ…