Browsing Tag

meteorological department

ଆସନ୍ତା ୨୪ ଘଂଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ଅପସରି ଯାଇଥିବା ବେଳେ ଉତ୍ତରପୂର୍ବ ଅଂଚଳରେ ଏହା ସକ୍ରିୟ ରହିବା ଫଳରେ ତାମିଲନାଡୁ ସହ ଦକ୍ଷିଣ ଭାରତ ରାଜ୍ୟଗୁଡ଼ିକରେ ବର୍ଷା ହେଉଛି । ପ୍ରଭାବରେ ଓଡ଼ିଶାରେ କୌଣସି ପ୍ରଭାବ ନଥିବା ବେଳେ ଦକ୍ଷିଣ ଓଡ଼ିଶାରେ କାଁଭାଁ ସ୍ଥାନରେ ସାମାନ୍ୟ ବର୍ଷା ହେବାର…

ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା: ସୁନ୍ଦରଗଡ଼,ସମ୍ବଲପୁର,ଝାରସୁଗୁଡ଼ାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର : ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼,ସମ୍ବଲପୁର,ଝାରସୁଗୁଡ଼ାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।  ଦେଓଗଡ଼, ଅନୁଗୁଳ ,କେଉଁଝର,ସୋନପୁର,ବରଗଡ଼,ମୟୂରଭଞ୍ଜରେ ପ୍ରବଳ ବର୍ଷାର ଆଶଙ୍କା ନେଇ ଜାରି ହୋଇଛି ୟେଲୋ…

୧୧ ଜିଲ୍ଲା‌ରେ ଅନୁଭୂତ ହେବ ଶୀତ ଲହରୀ, ୟେଲୋୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ୧୧ ଜିଲ୍ଲାକୁ ଶୀତ ଲହରୀ ସତର୍କତା। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ଥଣ୍ଡା ପବନ ଅନୁଭୂତ ହେବ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ପାଇଁ ‌ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର,…

ଆସୁଛି ଆଉ ଏକ ଲଘୁଚାପ, ୧୨ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗକୁ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଅର୍ଥାତ ୧୯ ତାରିଖରେ ଲଘୁଚାପକୁ ପରିଣତ ହେବା ନେଇ ସମ୍ଭାବନା ରହିଛି। ଏହା ପ୍ରଭାବରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବେଗରେ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ…