୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ
ଭୁବନେଶ୍ୱର : ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ । କହିଛନ୍ତି ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ । ଭୂମିଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ୍ । ତେବେ ରାଜମହଲ, ଜୟଦେବ ବିହାର ଓଭରବ୍ରିଜ ତଥା ବାରଙ୍ଗ ରେଲୱେ ଲାଇନ୍ ଉପରେ ଏହାର ଉଚ୍ଚତା ଅଧିକ…