ଆଜି ଆଇପିଏଲ ମ୍ଯାଚରେ ପରସ୍ପରକୁ ଟକ୍କର ଦେବ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ
ଆଜି ଆଇପିଏଲ ମ୍ଯାଚରେ ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ। ରୋହିତ ଶର୍ମାଙ୍କ ସହ ପଏଣ୍ଟ୍ ତାଲିକାର ଶେଷ ସ୍ଥାନରେ ରହିଥିବା ପ୍ଲେ ଅଫ୍ ଦୌଡ଼ରୁ ବାଦ ପଡ଼ିସାରିଥିବା ସନ୍ରାଇଜର୍ସ ହାଇଦ୍ରାବାଦକୁ ଭେଟିବ। ପୂର୍ବ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସକୁ ୮…