ରାଜ୍ୟର ଉପକୂଳ ଅଞ୍ଚଳରେ କମିଲା ଶୀତ, ଆଗକୁ ହେବ ବର୍ଷା
ଭୁବନେଶ୍ୱର (କେନ୍ୟୁଜ୍) : ରାଜ୍ୟରେ ସାମାନ୍ୟ କମିଲା ଶୀତର ପ୍ରକୋପ । ରାତ୍ରି ତାପମାତ୍ରାରେ ଅଳ୍ପ ବୃଦ୍ଧି ହୋଇଥିବା ବେଳେ ରାଜ୍ୟର ୪ଟି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତା ୨ ଦିନରେ ରାଜ୍ୟର…