ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ
ଭୁବନେଶ୍ବର: ଆଜି ମନ୍ତ୍ରୀ ପରିଷଦ ବୈଠକ। ଅପରାହ୍ନ ୧୨ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ବସିବ। ଚଳିତ ଆର୍ଥିକ ବର୍ଷରେ ଆସିବାକୁ ଥିବା ଅତିରିକ୍ତ ବଜେଟର ରୂପରେଖ ନେଇ ଆଲୋଚନା ହେବ। ଆସନ୍ତା ୧୩ ତାରିଖରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ।…