ବହୁଚର୍ଚ୍ଚିତ ନାବାଳିକା ଗର୍ଭବତୀ ଘଟଣା, ଅଭିଯୁକ୍ତ ବୃଦ୍ଧ ଗିରଫ
ଯାଜପୁର ଟାଉନ(କେନ୍ୟୁଜ୍): ଯାଜପୁର ବାଲିଚନ୍ଦ୍ରପୁର ଥାନା ବହୁଚର୍ଚ୍ଚିତ ନାବାଳିକା ଗର୍ଭବତୀ ଘଟଣା, ଅଭିଯୁକ୍ତ ବୃଦ୍ଧ ପ୍ରଫୁଲ୍ଲ ମହାପାତ୍ରଙ୍କୁ ଗିରଫ ପରେ ପୋକସୋ କୋର୍ଟରେ ହାଜର କରିଛି ପୋଲିସ। ସୂଚନା ମୁତାବକ ନାବାଳିକା ଜଣକ ଭୁବନେଶ୍ୱରରେ ରହୁଥିବା ସମୟରେ ପ୍ରଫୁଲ୍ଲ ତାଙ୍କୁ ଗର୍ଭବତୀ…