ବରୀରେ ଚାଞ୍ଚଲ୍ୟ: ୮ ବର୍ଷ ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ, SCBରେ ଚିକିତ୍ସିତ
କଟକ : ବରୀରେ ଚାଞ୍ଚଲ୍ୟ । ୮ ବର୍ଷ ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ । ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଘଟିଛି ଏପରି ଘଟଣା । ଘଟଣାକୁ ନେଇ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି । ଦୁଷ୍କର୍ମର ଶିକାର ହୋଇଥିବା ନାବାଳିକାଙ୍କ ଅବସ୍ଥା ଗୁରୁତର ରହିଛି ।…