Browsing Tag

minor raped

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର(କେନ୍ୟୁଜ) : ରାଜଧାନୀରେ ଚାଞ୍ଚଲ୍ୟ । ଜଣେ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ତମାଣ୍ଡୋ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକ। ଦୁଷ୍କର୍ମ କରିଥିବା ବ୍ୟକ୍ତି ଜଣେ ପରିବା ବ୍ୟବସାୟୀ ବୋଲି ଜଣାଯାଇଛି । ପରିବା ବ୍ୟବସାୟୀ ଜଣକ ନାବାଳିକାକୁ ଦୁଷ୍କର୍ମ ପରେ…

ରକ୍ତ ସମ୍ପର୍କରେ କଳଙ୍କ ! ସାଙ୍ଗଙ୍କ ସହ ମିଶି ଦିବ୍ୟାଙ୍ଗ ଭଉଣୀକୁ ଦୁଷ୍କର୍ମ କଲା ବଡ଼ବାପା ପୁଅ ଭାଇ

କାକଟପୁର (କେନ୍ୟୁଜ): ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ବଡ଼ବାପାଙ୍କ ପୁଅ ଓ ତାର ୩ ସାଙ୍ଗ ଦୁଷ୍କର୍ମ କରିଥିବା ଅଭିଯୋଗ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ । ଏ ନେଇ ପୀଡ଼ିତାଙ୍କ ମା’ ଅସ୍ତରଙ୍ଗ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତ…

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌, ଦଣ୍ଡାଦେଶ ଶୁଣାଇଲେ ବ୍ରହ୍ମପୁର ଫାଷ୍ଟଟ୍ରାକ୍‌ ପୋକ୍ସୋ କୋର୍ଟ

ବ୍ରହ୍ମପୁର(କେନ୍ଯୁଜ୍): ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌ଦଣ୍ଡ। ଦଣ୍ଡାଦେଶ ଶୁଣାଇଲେ ବ୍ରହ୍ମପୁର ଫାଷ୍ଟଟ୍ରାକ୍‌ ପୋକ୍ସୋ କୋର୍ଟ। ୨୨ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ୨୦୧୯ରେ ଜଣେ ନାବାଳିକାକୁ ଦୁଷ୍କର୍ମ ହୋଇଥିଲା । ଦିଗପହଣ୍ଡି ଥାନା…

ରାଜଧାନୀରେ ଚାଞ୍ଚଲ୍ଯ: କାର୍‌ ଭିତରେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ରାସ୍ତା କଡରେ ଫିଙ୍ଗି ଚାଲିଗଲେ ଦୁର୍ବୃତ୍ତ !

ଭୁବନେଶ୍ୱର(କେନ୍ଯୁଜ୍): କାର୍‌ ଭିତରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ଦୁଷ୍କର୍ମ ପରେ ରାସ୍ତା କଡରେ ଫିଙ୍ଗି ଚାଲିଗଲେ ଦୁର୍ବୃତ୍ତ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପେଟ୍ରୋଲ ଟାଙ୍କି କଡରୁ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ପରେ କ୍ୟାପିଟାଲ ହସ୍ପିଟାଲରେ ନାବାଳିକାଙ୍କୁ…

ଘରେ ପଶି କେହି ନଥିବାର ସୁଯୋଗ ନେଇ ନାବାଳିକାକୁ ଦୁଷ୍କର୍ମ କଲେ ଦୁଇ ନାବାଳକ

ଗାଜିଆବାଦ୍ : ଦେଶରେ ନାରୀ ସୁରକ୍ଷା ଏବେ ଏକ ପ୍ରଶ୍ନବାଚୀ ପାଲଟି ଯାଇଛି । ପ୍ରତି ମୁହୂର୍ତ୍ତରେ ଏଠି ଦୁଷ୍କର୍ମ ଓ ନିର୍ଯାତନା ପରି ଘଟଣା ଦେଖିବାକୁ ମିଳିଛି। ଗାଜିଆବାଦ୍ ଥାନା ଅଞ୍ଚଳରେ ମୋଦିନଗର କ୍ଷେତ୍ରରେ ଏକ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲା ସାମ୍ନାକୁ ଆସିଛି। ମିଳିଥିବା…

ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନାବାଳିକାଙ୍କୁ ଅପହରଣ ଘଟଣା, ଦୁଇ ଅଭିଯୁକ୍ତକୁ ଗିରଫ କଲା ସ୍ପେଶାଲ ସ୍କ୍ଵାର୍ଡ

କେନ୍ଦ୍ରାପଡ଼ା(କେନ୍ୟୁଜ୍): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନାବାଳିକାଙ୍କୁ ଅପହରଣ ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ । ସ୍ପେଶାଲ ସ୍କ୍ଵାର୍ଡ ଓ ପଟ୍ଟାମୁଣ୍ଡାଇ ପୋଲିସ ଏମାନଙ୍କୁ ଗିରଫ କରିବା ସହ ଅପହରଣରେ ବ୍ୟବହୃତ ଏକ ବୋଲେରୋ ଜବତ କରାଯାଇଛି । ନାବାଳିକା ଜଣଙ୍କ ତାଙ୍କ ମାମୁ ଘରକୁ ଯାଉଥିବା ବେଳେ…