Below header
Browsing Tag

misbehave police

ଝାରସୁଗୁଡ଼ା: କର୍ତ୍ତବ୍ୟରତ ପୁଲିସକୁ ଦୁର୍ବ୍ୟବହାର, ସୋସିଆଲ୍‌ ମିଡିଆରେ ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା: ଇନ୍ଦ୍ରଚନ୍ଦ୍ର ମାନୁ ନାହାନ୍ତି ବିଜେଡି ନେତା। କର୍ତ୍ତବ୍ୟରତ ପୁଲିସକୁ ଦୁର୍ବ୍ୟବହାର କରୁଛନ୍ତି। ତାହା ପୁଣି ବିଧାୟକଙ୍କ ଉପସ୍ଥିତିରେ ବୋଲି ଅଭିଯୋଗ ହେଉଛି। ଯାହା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହୋଇଛି। ଏମିତି ଏକ ଘଟଣା ଝାରସୁଗୁଡ଼ା ଜିଲ୍ଲାରେ ଦେଖିବାକୁ ମିଳିଛି।…