ସ୍ଥଗିତ ହେଲା ଗଗନୟାନ ମିଶନର ପ୍ରଥମ ପରୀକ୍ଷଣ, ଜାଣନ୍ତୁ କାହିଁକି ନିଆଗଲା ଏପରି ନିଷ୍ପତ୍ତି
ଗଗନୟାନ ମିଶନର ପ୍ରଥମ ପରୀକ୍ଷଣ ସ୍ଥଗିତ ରଖାଯାଇଛି । ଶେଷ ମୁହୂର୍ତ୍ତରେ ଗଗନୟାନ ପରୀକ୍ଷଣ ସ୍ଥଗିତ ରଖାଯିବା ନେଇ ଇସ୍ରୋ ଅଧ୍ୟକ୍ଷ ଘୋଷଣା କରିଛନ୍ତି । ବୈଷୟିକ ତ୍ରୁଟି ଯୋଗୁ ସ୍ଥଗିତ ରଖାଯାଇଛି ଏହି ପରୀକ୍ଷଣ । ବୈଷୟିକ ତ୍ରୁଟିର ଯାଞ୍ଚ କରାଯିବ ବୋଲି କହିଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ୍.…