ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ, ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ
ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ଏବଂ ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି । ୭୦ ତମ ଜାତୀୟ ଫିଲ୍ମ ପୁରସ୍କାର ପ୍ରଦାନ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ…