ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ ଭାବେ ଶପଥ ନେଇଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଧାୟକ ଭାବେ ଶପଥ ପାଠ କରାଇଛନ୍ତି । ସେହିପରି…