Below header
Browsing Tag

MLA Priyadarshi Mishra

ପଦ୍ମ ଧରିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, କିଛି ସମୟ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର (କେନ୍ୟୁଜ): ପଦ୍ମ ଧରିଲେ ପ୍ରିୟଦର୍ଶୀ ମିଶ୍ର । ଶତାଧିକ ସମର୍ଥକଙ୍କ ସହ ବିରାଟ ପଟୁଆରରେ ଆସି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ପ୍ରିୟଦର୍ଶୀ ମିଶ୍ର ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପିର…