ମୋ ବସ୍ ନା ମର୍ଡର ବସ୍? ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ
ଭୁବନେଶ୍ୱର : ବିଧାନସଭାରେ ବି ଉଠିଲା ମୋ ବସ୍ ଦୁର୍ଘଟଣା ପ୍ରସଙ୍ଗ । ମୋ ବସ୍ ନା ମର୍ଡର ବସ୍ ? ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ । ମୋ ବସ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ କ୍ଷତି ଭରଣା ପାଇଁ ସରକାର କି ପଦକ୍ଷେପ ନେଇଛନ୍ତି ବୋଲି ପ୍ରଶ୍ନ…