Below header
Browsing Tag

MLA’s salary increase

ବଢିବ ବିଧାୟକଙ୍କ ଦରମା ! ବିଧାନସଭାରେ ଦାବି ରଖିଲେ ସବୁ ଦଳର ବିଧାୟକ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ବଢ଼ିପାରେ ବିଧାୟକଙ୍କ ଦରମା । ବିଧାନସଭାରେ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଦରମା ବୃଦ୍ଧି ପାଇ ଦାବି କରିଛନ୍ତି ସବୁ ଦଳର ବିଧାୟକ । ଗୃହର ଉଦବେଗକୁ ଦୃଷ୍ଟିରେ ରଖି ବାଚସ୍ପତି ରୁଲିଂ ଦେଇଛନ୍ତି । ବିଧାୟକ ଅମର ଶତପଥୀଙ୍କ…