ସ୍ବାମୀ ସାଜିଲା ସୈତାନ, ସ୍ତ୍ରୀର ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ କଲା ଭାଇରାଲ୍
ନୟାଗଡ଼ : ସ୍ୱାମୀ-ସ୍ତ୍ରୀ କଳିର କରୁଣ ପରିଣତି । ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍ କଲା ସ୍ୱାମୀ । ନୟାଗଡ଼ ଜିଲ୍ଲାରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ତିନି ବର୍ଷର ବୈବାହିକ ଜୀବନରେ ଅନେକ ଥର ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଛି । ଯୌତୁକ ବାବଦରେ ବିଭନ୍ନ ଜିନିଷ…