Odisha News
Browsing Tag

mms viral

ରାଜନଗର : କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ

କେନ୍ଦ୍ରାପଡା : ପୁଣି କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ । ସୋସିଆଲ୍ ମିଡିଆରେ ଆଂଟିସୋସିଆଲ୍ ଆକ୍ଟିଭିଟି । ଅନେକ ସଚେତନତା ସତ୍ତ୍ୱେ ଏହା ଥମିବାର ନାଁ ନେଉନାହିଁ। ଏଥର ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଅଞ୍ଚଳରୁ । ଏହି ଘଟଣା ଜଣାପଡ଼ିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି…