କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି, ସିସିଟିଭି ଫୁଟେଜ ଯାଞ୍ଚ କରୁଛି ପୋଲିସ
ମାଲକାନଗିରି : କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି । କାନ୍ଥ ଭାଙ୍ଗି ମୋବାଇଲ ଦୋକାନରୁ କୋଟିଏରୁ ଉର୍ଦ୍ଧ ଟଙ୍କାର ମୋବାଇଲ ଫୋନ ଲୁଟି ନେଲେ ଦୁର୍ବୃତ୍ତ । ମାଲକାନଗିରି ଜିଲ୍ଲାର ସବୁ ଠାରୁ ବଡ ମୋବାଇଲ ଦୋକାନ ଭିତରୁ ପ୍ରାୟ ଦେଢ କୋଟି ଟଙ୍କାର ନାମୀ ଦାମୀ ମୋବାଇଲ ଚୋରି କରି ନେଇଛି ଚୋର।…