୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମିଳିବ ପୋଷଣଯୁକ୍ତ ମାଗଣା ଚାଉଳ, କେନ୍ଦ୍ର କ୍ୟାବିନେଟ୍ର ନିଷ୍ପତ୍ତି
କେନ୍ଦ୍ର କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି । ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ମିଳିବ ମାଗଣା ଚାଉଳ । ଦିଲ୍ଲୀରେ ଆୟୋଜିତ କେନ୍ଦ୍ର ମନ୍ତ୍ରୀମଣ୍ଡଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ଯୋଜନାକୁ ଅନୁମୋଦନ କରାଯାଇଛି ।
ପ୍ରଧାନମନ୍ତ୍ରୀ…