Browsing Tag

Mohammed Baji passes away

ନବରଙ୍ଗପୁର: ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ପରଲୋକ

ନବରଙ୍ଗପୁର(କେନ୍ୟୁଜ୍) : ନବରଙ୍ଗପୁର ସଦର ମହକୁମାର ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ପରଲୋକ । ୧୦୩ ବର୍ଷ ବୟସରେ ସୁନାରୀ ସାହି ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ମୃତ୍ୟୁରେ ସମଗ୍ର ନବରଙ୍ଗପୁର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ମହମ୍ମଦ…